Quantum Mirror

କଦଳୀ ପତ୍ରରେ ଖାଇଲେ କଣ ମିଳିଥାଏ ଫାଇଦା

କଦଳୀ ପତ୍ରରେ ଖାଇଲେ କଣ ମିଳିଥାଏ ଫାଇଦା

କଦଳୀ ବୃକ୍ଷକୁ ପବିତ୍ର ପୂଜନୀୟ ବୃକ୍ଷ ବୋଲି କୁହାଯାଏ ପୂଜାପର୍ବ ହେଉ କିମ୍ବା ଅନ୍ୟାନ୍ୟ ବହୁ ସମୟରେ ଆମେ କଦଳୀ ପତ୍ରରେ ଖାଦ୍ୟ ଖାଇଥାଉ ଏହା ଏକ ପରମ୍ପରା ବୋଲି ମଧ୍ୟ କୁହାଯାଏ ତେବେ ଆସନ୍ତୁ ଜାଣିବା ଏହାର କିଛି ଫାଇଦା..

  • ଖାଦ୍ୟ ଗରମ ଥିବା ସମୟରେ ଏହାକୁ କଦଳୀ ପତ୍ରରେ ଖାଇବା ଦ୍ୱାରା ଏହି ପତ୍ରରେ ଥିବା ପୋଷକ ତତ୍ତ୍ୱ ଖାଦ୍ୟକୁ ଆସିଥାଏ। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ
  • ମାନସିକ ଶାନ୍ତି ମିଳିଥାଏ। ଖାଦ୍ୟ ଖାଇବା ମାତ୍ରେ ଏକ ଭିନ୍ନ ଆତ୍ମସନ୍ତୋଷ ଲାଭ ହୋଇଥାଏ
  • ଭଗବାନଙ୍କ ନିକଟରେ ଏହି ପତ୍ରରେ ଭୋଗ ଲଗାଯାଉଥିବାରୁ ଏଥିରେ ଖାଇବା ଦ୍ୱାରା ଧାର୍ମିକ ଭାବନା ସୃଷ୍ଟି ହୋଇଥାଏ। ଖାଦ୍ୟ ଅଧିକ ସ୍ୱାଦିଷ୍ଟ ଲାଗିଥାଏ
  • କଦଳୀ ପତ୍ରରେ ବହୁ ପ୍ରକାର ଆଣ୍ଟିଅକ୍ସିଡ଼ାଣ୍ଟ ରହିଛି। ଯାହା ବହୁ ପତ୍ର ବିଶିଷ୍ଟ ଶାଗରୁ ମିଳିଥାଏ। ତେଣୁ ଏହି ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଆମକୁ ବିଭିନ୍ନ ଆଣ୍ଟିଅକ୍ସିଡ଼ାଣ୍ଟ ମିଳିଥାଏ। ଯାହା ଆମ ତ୍ୱଚା ପାଇଁ ଖୁବ ଲାଭଦାୟକ
  • ଏଥିରେ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଯଥା କୋଷ୍ଠକାଠିନ୍ୟ, ଏସିଡ଼ିଟି, ବଦହଜମି ଆଦି ଦୂର ହୋଇଥାଏ
Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×