ଭୁବନେଶ୍ୱର: ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର ଜନତା ଦଳ ତରଫରୁ ୩୦ ଟି ଜିଲ୍ଲାର ୩୪ ଜଣ ଜିଲ୍ଲା ପର୍ଯ୍ୟବେକ୍ଷକ ଘୋଷଣା କରାଗଲା। ଏହି ଘୋଷଣାନାମା ବିଜୁ ଛାତ୍ର ଜନତା ଦଳର ସଭାପତି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ହୋଇଥିଲା। ଏଥି ସହିତ ବିଜୁ ଛାତ୍ର ଜନତା ଦଳର ସଂଗଠନକୁ ଜିଲ୍ଲା ସ୍ତରରେ ସୁଦୃଢ ଏବଂ ବ୍ୟାପକ କରିବା ସହ ଏକ ସଶକ୍ତ ଓଡ଼ିଆ ଗଠନ କରିବା ରେ ସହାୟକ ହେବ ବୋଲି ଶ୍ରୀ ଦେବୀ ରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।