ଜନ ଜାତୀୟ ଗୌରବ ଦିବସ ପାଳନ ପାଇଁ ଜନତା ମଇଦାନରେ ଭବ୍ୟ ଆୟୋଜନ।ସାମିଲ ହେବେ ୧୦ ହଜାରରୁ ଉର୍ଦ୍ଧ୍ଵ ଜନସାଧାରଣ। ସହୀଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆୟୋଜିତ ହେବାକୁ ଯାଉଛି ରାଜ୍ୟସ୍ତରୀୟ ଜନ ଜାତୀୟ ଗୌରବ ଦିବସ। ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେବେ। ବିପ୍ଲବୀ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ପୂଣ୍ୟ ଜୟନ୍ତୀ ଅବସରରେ ୨୦୨୫ ମସିହାକୁ ଜନଜାତି ଗୌରବ ବର୍ଷ ରୂପେ ପାଳନ କରିବା ନିମନ୍ତେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହିକ୍ରମରେ ନଭେମ୍ବର ୧୫ ତାରିଖରେ ଓଡ଼ିଶାର ୨୭ଟି ଜିଲ୍ଲାର ୨୩୪ଟି ବ୍ଲକରେ ଥିବା ୨୪୦୮ ଟି ଗ୍ରାମପଞ୍ଚାୟତ ଅନ୍ତର୍ଗତ ୭୬୬୭ଟି ଆଦିବାସୀ ବହୁଳ ରାଜସ୍ୱ ଗ୍ରାମରେ ସ୍ଵତନ୍ତ୍ର ପଲ୍ଲୀସଭା ଆୟୋଜନ କରାଯିବ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ