ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ଆସନରେ ଓଡ଼ିଆ ସାଂସଦ । ଉପାଧ୍ୟକ୍ଷ ଭାବେ ଗୃହ ପରିଚାଳନା କଲେ ବିଜେଡି ସାଂସଦ। ଦୀର୍ଘ ୨୦ ବର୍ଷ ପରେ ରାଜ୍ୟସଭାର ଉପାଧ୍ୟକ୍ଷ ଆସନରେ ଦାୟିତ୍ୱ ତୁଲାଇଲେ ଜଣେ ଓଡିଆ । ଦକ୍ଷତା ଓ ସାଧୁତାର ସହ ଗୃହ କାର୍ଯ୍ୟ କରିଥିବାରୁ ସାଂସଦଙ୍କୁ ପ୍ରଶଂସା । ଏହାସହ ରାଜ୍ୟସଭା ଉପାଧ୍ୟକ୍ଷ ଦାୟିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସସ୍ମିତ ଶ୍ରେୟ ଦେଇଛନ୍ତି । ଓଡ଼ିଶା ଓ ରାଜ୍ୟବାସୀଙ୍କ ପାଇଁ ଏହା ଗର୍ବର ବିଷୟ ବୋଲି କୁହାଯାଇଛି ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |