ଆଜି ବସିବ ବିଜେଡିର ସଂସଦୀୟ ଦଳ ବୈଠକ। ଦଳର ମୁଖ୍ଯ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ନବୀନ ନିବାସରେ ଏହି ବୈଠକ ବସିବ। ଏଥିରେ ରାଜ୍ଯ ସଭାର ସବୁ ସାଂସଦ ଯୋଗଦେବେ। ଆଗାମୀ ଅଧିବେଶନ ବେଳେ ଦଳର ରଣନୀତି କଣ ରହିବ, ରାଜ୍ଯବାସୀଙ୍କ ସ୍ବାର୍ଥ ରକ୍ଷା ପାଇଁ କେଉଁ କେଉଁ ପ୍ରସଙ୍ଗ ଉଠାଯିବ ଏସବୁ ଉପରେ ଆଲୋଚନା ହେବ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ