ପୁରୀ: ଗତକାଲି ବ୍ଲୁଫ୍ଲାଗ ବିଚରେ ଗାଧୋଇବା ସମୟରେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର, ପିଙ୍କହାଉସ ନିକଟ ସମୁଦ୍ରରୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ, ଗତକାଲି ପରିବାର ସହ ବ୍ଲୁଫ୍ଲାଗ ବିଚରେ ସମୁଦ୍ର ସ୍ନାନ ସମୟରେ ଯୁବକ ଭାସିଯାଇ ନିଖୋଜ ଥିଲା, ନିଖୋଜ ଯୁବକ ହେଉଛନ୍ତି ରାଞ୍ଚିର ତାନିସ୍କ ଞବିନୟ ରାୟ, ବୟସ ୧୬ ବର୍ଷ ,ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ, ଅଗ୍ନିଶମ ବିଭାଗ ପକ୍ଷରୁ ଗତକାଲି ଠାରୁ ଖୋଜିବା କାର୍ଯ୍ୟ ଜାରି ରଖିଥିଲା
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।