ଆଜି ଆସିବ ୨୦୨୪-୨୫ ବଜେଟ। ସପ୍ତମ ଥର ଲାଗି ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପୂର୍ଣ୍ଣାଙ୍ଗ ବଜେଟର ରୂପରେଖ କଣ ରହିବ ତାହା ଉପରେ ରହିଛି ଦେଶବାସୀଙ୍କ ନଜର। ଦେଶରେ ଅର୍ଥନୈତିକ ଅଭିବୃଦ୍ଧି, ନୂଆ ଯୋଜନା, ନୂଆ ଆର୍ଥିକ ନୀତି ଆଦି ଉପରେ ଫୋକସ କରିବେ ନିର୍ମଳା। ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟର ଆକାର ୪୭.୬୬ ଲକ୍ଷ କୋଟି ଟଙ୍କା ହେବା ଆଶା ରହିଛି। ସାଧାରଣ, ମଧ୍ଯବିତ୍ତ ବର୍ଗଙ୍କ ପାଇଁ ଏଥରର ବଜେଟରେ ଗୁରୁତ୍ବ ମିଳିବା ଆଶା ରହିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।