ଲଗାଣ ବର୍ଷା ଯୋଗୁଁ ବାରିପଦାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଫଳରେ ଜରାଳି ଓ ସରାଳି ନଦୀରେ ଜଳସ୍ତର ବଢିବା ସହିତ ସହରର ୫ଟି ୱାର୍ଡ ଜଳଘେରରେ ରହିବା ସହ ଲୋକଙ୍କ ଘରେ ଏବେ ବନ୍ୟା ଜଳ ପଶିଛି। ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଘର ଭିତରେ ଥିବା ସମସ୍ତ ଆସବାବପତ୍ର ନଷ୍ଟ ହୋଇଯାଇଯାଇଥିବା ବେଳେ ଭୁଶୁଡ଼ିବା ବେଳେ ଘରେ ଉପସ୍ଥିତ ନ ଥିବାରୁ କେହି ମୃତାହତ ହୋଇ ନାହାନ୍ତି । ସ୍ଥାନୀୟ ପ୍ରଶାସନ ବିଭିନ୍ନ ସ୍ଥାନରେ ପହଞ୍ଚି ଲୋକମାନଙ୍କ ସୁରକ୍ଷା ପାଇଁ ଉଦ୍ୟମ ଆରମ୍ଭ କରିଛି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।