ବଦଳିଲା ପାଗରେ ମିଜାଜ୍ । କିଛି ଦିନର ତାତି ପରେ ରାଜ୍ୟରେ ଖସିଛି ପାରଦ । ଆଜି ଓ ଆସନ୍ତାକାଲି କାଳବୈଶାଖୀ ସମ୍ଭାବନା ଥିବା ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଳବୈଶାଖୀ ନେଇ ୧୨ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ସେହିପରି ୨୦ ତାରିଖ ଅର୍ଥାତ୍ ଆସନ୍ତାକାଲି ୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ନେଇ ମଧ୍ୟ ପୂର୍ବାନୁମାନ କରାଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।