ଭୁବନେଶ୍ୱର: ଆଜି ସକାଳ ପାଣିପାଗ ତଥ୍ୟର ବିଶ୍ଳେଷଣ ଅନୁସାରେ ଗତ କାଲି କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଥିବା ଘୁର୍ନିବଳୟ ପ୍ରଭାବରେ ଆଜି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏଖ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତୀ ୨୪ ଘଣ୍ଟାରେ ଏହି ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ଅଛି | କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ଏହି ଲଘୁଚାପ ଆଗାମୀ ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଏବଂ ପରବର୍ତୀ ୩ ଦିନ ପର୍ଯ୍ୟନ୍ତ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର |
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।