Quantum Mirror

ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨୫୪୬ କରୋନା ସଂକ୍ରମିତ

ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୨୫୪୬ କରୋନା ସଂକ୍ରମିତ

ରାଜ୍ୟରେ ଆଉ ୨୫୪୬ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୯୪୭୦ରେ ପହଁଚିଛି ।

ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୬୨୭ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୬୬, ନୟାଗଡରୁ ୧୪୩, ପୁରୀରୁ ୧୪୧, ରାୟଗଡାରୁ ୧୧୨, କୋରାପୁଟରୁ ୧୦୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡାରୁ ୭୪, କନ୍ଧମାଳରୁ ୭୩, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦, ବାଲେଶ୍ୱରରୁ ୬୩, ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେଉଁଝରରୁ ୩୭, ଅନୁଗୋଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ବଲପୁରରୁ ୩୨, ବରଗଡରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗୀରରୁ ୧୮, ଝାରସୁଗୁଡାରୁ ୧୭ ଓ ଦେବଗଡରୁ ୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×