ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ବାଲେଶ୍ୱରରୁ ୩ ଜଣ, ଖୋର୍ଦ୍ଧାରୁ ୩ ଜଣ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Regret to inform the demise of fifteen #COVID19 positive patients while under treatment in hospitals.
1.A 56-year old male of Balasore district.
2.A 61-year old female of Balasore district who was also suffering from Diabetes & Hypertension.
— H & FW Dept Odisha (@HFWOdisha) September 29, 2020