Quantum Mirror

କରୋନାରୁ ସୁସ୍ଥଙ୍କ ସଂଖ୍ୟା ୧ଲକ୍ଷ ଟପିବା ପରେ, ଟୁଇଟ୍ କରି କୋଭିଡ଼ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

କରୋନାରୁ ସୁସ୍ଥଙ୍କ ସଂଖ୍ୟା ୧ଲକ୍ଷ ଟପିବା ପରେ, ଟୁଇଟ୍ କରି କୋଭିଡ଼ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ସଂଖ୍ୟା ୧ଲକ୍ଷରୁ ଉଦ୍ଧ୍ୱର୍ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିିଥିବା ନେଇ ସୂଚନା ମିଳିଛି । ତେଣୁ ଏହି କରୋନା ସଙ୍କଟ ସମୟରେ ନିଜ ଜୀବନକୁ ବାଜି ଲଗାଇ ସେବା କରୁଥିବା ସମସ୍ତ ସ୍ୱାସ୍ଥ୍ୟ କର୍ମୀ ଓ କୋଭିଡ଼ ଯୋଦ୍ଧାଙ୍କୁ ଉଦ୍ୟମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି । ଗତକାଲି ସୁସ୍ଥଙ୍କ ସଂଖ୍ୟା ୯୯,୩୯୮ ଥିବା ବେଳେ ଆଜି ଏହି ସଂଖ୍ୟା ୧ ଲକ୍ଷ ଟପିଥିବା ମୁଖ୍ୟମନ୍ତ୍ରୀଙ୍କ ଟୁଇଟରୁ ଜଣାପଡ଼ିଛି।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×