ଆରପାରିରେ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଦୀର୍ଘ ଦିନ ଧରି କିଡନୀ ସମସ୍ୟା ସହ ଯୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ, ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।