ରାଜ୍ୟରେ ପୁଣି ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି
ରାଜ୍ୟରେ ପୁଣି ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ : ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ମୃତ୍ୟୁ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଦା ଜିଲ୍ଲାରୁ ୩ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।
Regret to inform of the demise of ten Covid positive patients while under treatment in hospitals.
1.A 56 year old male of Bhubaneswar who was also suffering from Diabetes & Hypertension, Post Angioplasty Status.
— H & FW Dept Odisha (@HFWOdisha) August 31, 2020