ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଘୋଷଣା କଲେ, କରୋନା ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ସହ ମିଳିବ ରାସନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଘୋଷଣା କଲେ, କରୋନା ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ସହ ମିଳିବ ରାସନ By Quantum Mirror On May 19, 2021 10 ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ଦିଲ୍ଲୀରେ କୋଭିଡ ମୃତକଙ୍କ ପରିବାରକୁ ୫୦ ହଜାର ଲେଖାଏଁ ଘୋଷଣା କରିଛନ୍ତି । ଏହାସହ ପେନସନ ପାଇଁ ମଧ୍ୟ ଘୋଷଣା କରିଛନ୍ତି । ସେହିପରି ରାସନ କାର୍ଡଧାରୀଙ୍କୁ ୧୦ କିଲୋ ରାସନ ମାଗଣା ପ୍ରଦାନ କରାଯିବ । ଯାହାର ରାସନକାର୍ଡ ନାହିଁ ସେମାନଙ୍କୁ ମଧ୍ୟ ରାସନ ପ୍ରଦାନ କରାଯିବ । କରୋନା ମହାମାରୀ ସମୟରେ ଦିଲ୍ଲୀବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ବଡ ଘୋଷଣା କରିଛନ୍ତି । 10 Share