ମହାରାଷ୍ଟ୍ରରେ ସକାଳୁ ଦୁଇ ଥର ଭୂକମ୍ପ ଝଟକା। ୧୦ ମିନିଟ୍ ମଧ୍ଯରେ ୨ଥର ଭୂକମ୍ପ ଝଟକା ଅନୁଭବ କରିଥିଲେ ଲୋକେ। ମହାରାଷ୍ଟ୍ରର ହିଙ୍ଗୋଳି ଅଞ୍ଚଳରେ ଗୁରୁବାର ସକାଳେ ଲଗାତର ଭାବେ ଦୁଇ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ହିଙ୍ଗୋଳିରେ ପ୍ରଥମ ଥର ସକାଳ ୬ଟା ୮ ମିନିଟରେ ଭୂମିକମ୍ପ ଅନୁଭବ କରିଥିଲେ ଲୋକେ। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଥିଲା। ଏହାପରେ ପୁଣି ଥରେ ୬ଟା ୧୯ ମିନିଟରେ ଆଉ ଥରେ ଭୂମିକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୬ ରହିଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ