ଭୁବନେଶ୍ୱର: ଓଡିଶାକୁ ଆସିବ ECMO ମେସିନ୍ । ଏହା ରାଜଧାନୀ ଭୁବନେଶ୍ୱର ସ୍ଥିତ ଏମ୍ସକୁ ଆସିବ ଏବଂ ଏହା ଚଳିତ ମାସ ଶେଷ ସୁଦ୍ଧା ପହଞ୍ଚିବ ବୋଲି ଜଣାପଡିଛି । ଏନେଇ ECMO ଯୋଗାଣକାରୀ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି । ଓଡିଶାରେ ବର୍ତ୍ତମାନ ଏହାର ଅଧିକ ଆବଶ୍ୟକତା ରହିଥିବା ବେଳେ ବର୍ତ୍ତମାନ ଏହାକୁ ଓଡିଶାକୁ ଉପଲବ୍ଧ କରାଇବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । କାରଣ ଏଠାକାର ରୋଗୀ ମାନେ ECMO ମେସିନ୍ ର ସୁବିଧା ପାଇବାକୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ବାହାର ରାଜ୍ୟକୁ ଯାଉଛନ୍ତି । ଏନେଇ ଏମ୍ସର ସୁପରିଟେଣ୍ଡେଣ୍ଟ କହିଛନ୍ତି ଯେ, ବର୍ତ୍ତମାନ ଦୁଇଟି ECMO ମେସିନର ଅର୍ଡର ଦିଆଯାଇଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ