ଚଳିତ ମାସ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିପାରନ୍ତି ଟେସଲା ଓ ସ୍ପେଶ ଏକ୍ସ ମୁଖ୍ୟ ଏଲନ୍ ମସ୍କ। ଦେଶରେ ଟେସଲାର ନୂଆ ଫ୍ୟାକ୍ଟ୍ରି ପ୍ରତିଷ୍ଠା ଓ ପୁଞ୍ଜିନିବେଶ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ରହିଛି ଆଲୋଚନା କାର୍ଯ୍ୟକ୍ରମ । ଖୁବଶୀଘ୍ର ଭାରତୀୟ ବଜାରରେ ଚର୍ଚ୍ଚିତ ବିଦ୍ୟୁତ ଚାଳିତ ଗାଡ଼ି ଟେସଲାର ପ୍ରବେଶ ହୋଇପାରେ ବୋଲି କରାଯାଉଛି। ଦେଶରେ ୨ ଶହ କୋଟିରୁ ୩ଶହ କୋଟି ଡଲାର୍ ନିବେଶ କରିପାରନ୍ତି ମସ୍କ । ଏହି ପ୍ରସଙ୍ଗରେ ମୋଦିଙ୍କ ସହ ଆଲୋଚନା କରିପାରନ୍ତି ମସ୍କ। ଭାରତକୁ ବିଶ୍ୱସ୍ତରର ଇଭି ମାନୁଫାକ୍ଚରିଂ ହବ୍ କରିବା ପାଇଁ ଗତ ମାର୍ଚ୍ଚରେ ଇଭି ପଲିସି ଆଣିଛନ୍ତି କେନ୍ଦ୍ର ସରକାର।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।