ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ସ୍ତରରେ ଆଜି ଅଦଳବଦଳ କରାଯାଇଛି । ନୀତି ରଞ୍ଜନ ସେନଙ୍କୁ ରାଜ୍ୟ ଶ୍ରମ ବିଭାଗର ଯୁଗ୍ମ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଜ୍ୟୋତିଶଙ୍କର ମହାପାତ୍ରଙ୍କୁ ପୁରୀ ଡିଆରଡିଏର ଅତିରିକ୍ତ ପିଡି, ଶରତ ଚନ୍ଦ୍ର ମହାପାତ୍ରଙ୍କୁ ଯାଜପୁର ଉପଜିଲ୍ଲାପାଳ, ଯୁଗଳେଶ୍ୱରୀ ଦାସଙ୍କୁ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର କୁଳସଚିବ, ପ୍ରଦୀପ କୁମାର ମିଶ୍ରଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳସଚିବ ଭାବେ ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।