ରାଜଧାନୀରେ ଅଗ୍ନିକାଣ୍ଡ। ଜଳିଗଲା କପଡ଼ା ଗୋଦାମ। ଭୁବନେଶ୍ୱର ବଡଗଡ଼ ସ୍ଥିତ କପଡା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ତେବେ ମାର୍କେଟ ବିଲ୍ଡିଂରେ ମାଲିକଙ୍କ ଦୋକାନ ଥିବା ବେଳେ ବଡଗଡ଼ ଅଞ୍ଚଳରେ ଗୋଦାମ ଥିଲା। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।