ନୂଆଦିଲ୍ଲୀ : ୨ ମାସ ମାଗଣାରେ ମିଳିବ ରାସନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନୁସାରେ ୨ ମାସ ଦେଶର ଜନତାଙ୍କୁ ମାଗଣା ରାସନ ଦିଆଯିବ । ଏନେଇ ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି । ମେ’ ଏବଂ ଜୁନ୍ ଦୁଇ ମାସ ପ୍ରତି ଲୋକଙ୍କୁ ୫ କେଜି ଲେଖାଏଁ ମାଗଣାରେ ରାସନ ମିଳିବ । ଏହି ଯୋଜନା ୮୦ କୋଟି ଲୋକଙ୍କୁ ମିଳିବ ମାଗଣାରେ ରାସନ । ଏଥିପାଇଁ କେନ୍ଦ୍ର ସରକାରଙ୍କ ତରଫରୁ ୨୬ ହଜାର କୋଟି ଖର୍ଚ୍ଚ କରାଯିବ । କରୋନା ଲାଗି ଦେଶର ଜନ ସାଧାରଣଙ୍କ ଏଭଳି ନଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ।
ତାଜା ଖବର
ଗିରଫ ହେଲେ କାମାକ୍ଷାନଗର ଉପ-ଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ ।ଆଜିଠୁ କଟକରେ ଐତିହାସିକ ବାଲିଯାତ୍ରାଟିଏମସି ନେତାଙ୍କୁ ଗୁଳିମାଡ‘ରାଜ୍ଯର ସବୁ ବ୍ଲକରେ ଆରମ୍ଭ ହେବ ଗ୍ରାମ୍ୟ ନ୍ୟାୟାଳୟ’କାଳୀପୂଜାରେ ଅଘଟଣ : ଭୁବନେଶ୍ୱର ୧ନଂ ଅଣ୍ଡର ଗ୍ରାଉଣ୍ଡ ମାର୍କେଟ୍ରେ ଲାଗିଲା ନିଆଁ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ ; ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀଭୁବନେଶ୍ୱର ବିମାନ ବନ୍ଦରରେ ବାଘ ଆତଙ୍କସୁବର୍ଣ୍ଣରେଖା ନଦୀକୁ ଗାଧୋଇବାକୁ ଯାଇ ଛାତ୍ର ନିଖୋଜ ।କଳାବଜାରୀ ନେଇ ଚାଲିଛି ଯାଞ୍ଚ : କଟକ ଛତ୍ରବଜାରରେ ଖାଦ୍ୟ ଓ ଯୋଗାଣ ବିଭାଗର ରେଡ୍ସାଇକ୍ଲୋନ୍ ପନିପରିବା ମୂଲ୍ୟ ବୃଦ୍ଧି କରିଛି |