ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କର ଆଜି ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ସେ ଗତ କିଛି ଦିନ ଧରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ଆଜି ଅପରାହ୍ନ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପରଲୋକ ନେଇ ତାଙ୍କ ପୁଅ ସୁମନ କର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସେ ଥରେ ସାଂସଦ ଓ ୩ ଥର ବିଧାୟକ ହୋଇଥିଲେ ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।