ଆକାଶରୁ ଅଗ୍ନି ବର୍ଷା। ଆଜି ଓ କାଲି ସର୍ବାଧିକ ଗ୍ରୀଷ୍ମ ପ୍ରବାହ ହେବ। ୧୩ ଦିନ ଧରି ଚାଲିଥିବା ଅହସ୍ଯ ତାପମାତ୍ରା ବୃଦ୍ଧି ଏହି ଦୁଇଦିନରେ ପିକ୍ ଛୁଇଁବ। ଏହାପରେ ବାୟୁ ଚଳାଚଳରେ ପରିବର୍ତ୍ତନ ଯୋଗୁ ଧୀରେ ଧୀରେ ତାପମାତ୍ରା କମିବ। କିନ୍ତୁ ପାରଦ ୪୦ ଡିଗ୍ରୀ ପାର କରିବ। ଏଣୁ ମେ ପହିଲା ଯାଏ ରାଜ୍ଯର କେତେକ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି। ଅନ୍ଯପଟେ ୭୦ ପ୍ରତିଶତରୁ ଅଧିକ ଆର୍ଦ୍ରତା ଯୋଗୁ ଗୁଳୁଗୁଳି ଅସମ୍ଭାଳ ହୋଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ୮ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେବେ ଆବଶ୍ୟକ ନଥିଲେ ଦିନ ୧୧ ଟାରୁ ୩ଟା ପର୍ଯ୍ୟନ୍ତ ପିକ୍ ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଗର୍ଭବତୀ ମହିଳା, ହୃଦ ରୋଗୀ, ଛୋଟପିଲା, ବୟସ୍କ ବିଶେଷ ଯତ୍ନବାନ ହେବାସହ ଜମିରେ ପାଣି ସିଞ୍ଚନ ପାଇଁ ଚାଷୀମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।