ଆହୁରି ବଡିବ ତାତି। ଆସନ୍ତା ୬ ତାରିଖ ଯାଏଁ ଲାଗି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଦିନରେ ଯେତିକି ଗରମ ସହ ଗୁଳୁଗୁଳି ଅନୁଭୁତ ହେଉଛି, ରାତିରେ ବି ଅସ୍ତବ୍ୟସ୍ତ କରିବ। ସମ୍ଭାବ୍ୟ ସ୍ଥିତିକୁ ଦେଖି ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ହିଟୱେଭ୍ ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେସବୁ ଜିଲ୍ଲା ହେଉଛି, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଟକ, ଭଦ୍ରକ, ଯାଜପୁର, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟ ଏବଂ ଢେଙ୍କାନାଳ। ଏହି ୧୧ଟି ଜିଲ୍ଲାରେ ଦିନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ରାତିରେ ପ୍ରବଳ ଗରମ ଅନୁଭୁତ ହେବ। ଅର୍ଥାତ ସାଧାରଣ ତାପମାତ୍ରାରୁ ଅଧିକ ୩ରୁ ୫ ଡିଗ୍ରୀ ରହିବ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଗୁଳୁଗୁଳିର ପ୍ରଭାବ ଅଧିକ ରହିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।