ରାଜ୍ୟକୁ ପୁଣି ଫେରିଲା ହିଟୱେଭ୍ । ୨୦, ୨୧ ତାରିଖ ପାଇଁ ସତର୍କ ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠୁ ୨୧ ତାରିଖ ଯାଏ ତାପମାତ୍ରା ୩ରୁ ୫ ଡିଗ୍ରୀ ବୃଦ୍ଧି ପାଇବ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୪ ଦିନ ଲାଗି ଦେଶର ୬ଟି ରାଜ୍ୟକୁ ଗ୍ରୀଷ୍ଣପ୍ରବାହ ଏବଂ ୩ଟି ରାଜ୍ୟରେ ଭାରି ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ