ରାଜ୍ୟରେ ପୁଣି ଉପରମୁହାଁ ପାରଦ। ପଶ୍ଚିମରେ ଅସମ୍ଭାଳ ତାତି ଉପକୂଳରେ ଅସହ୍ୟ ଗୁଳୁଗୁଳି। ଉପକୂଳ ଓଡିଶାରେ ଆହୁରି ବଢିବ ତାତିର ପ୍ରକୋପ। ତେବେ ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସହ ଗରମ ଅନୁଭୂତ ହେଉଥିବା ବେଳେ ରାଜ୍ୟର କିଛି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡଘଡି ସହ ବର୍ଷା ଓ ଝଡତୋଫାନ ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଅନ୍ୟପଟେ ମେ ୩୧ରୁ ଜୁନ ୧ ତାରିଖ ସୁଦ୍ଧା ସଠିକ ସମୟରେ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି ବୋଲି କହିଛି ବିଭାଗ। ମୌସୁମୀ ବାୟୁ କେରଳ ଆସିବା ନେଇ ପାଗ ଅନୁକୂଳ ରହିଛି।କେରଳରେ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ତାହା ସ୍ପଷ୍ଟ ହେବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।