ରାଜ୍ୟରେ ଆସନ୍ତା ୫ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଗଷ୍ଟ ୩୧ ରେ ଉପକୂଳ ଓଡ଼ିଶା ସହ ୭ ଜିଲ୍ଳାରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏହାସହ ୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ଜିଲ୍ଲା ଗୁଡ଼ିକ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ । ସେହିପରି ସେପ୍ଟେମ୍ବର ୧ତାରିଖରେ ୮ଜିଲ୍ଳାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଜିଲ୍ଲା ଗୁଡ଼ିକ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ, ମାଲକାନଗିରି । ସେପ୍ଟେମ୍ବର ୨ରେ ୧୧ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।