ପୁଣି ଏକ ଘୁର୍ଣ୍ଣିବଳୟର ଆଶଂକା କରିଛି ପାଣିପାଗ ବିଭାଗ। ୩୧ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୁର୍ଣ୍ଣିବଳୟ। ଆଗକୁ ଏହା ଲଘୁଚାପର ରୂପ ନେଇପାରେ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩୧ରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ କେନ୍ଦ୍ର।ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଥିବା ବେଳେ ୨୪ ଘଣ୍ଟାରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।