ହେମନ୍ତ ସୋରେନ ହେବେ ଝାଡଖଣ୍ଡ ମୁଖ୍ଯମନ୍ତ୍ରୀ। ଇସ୍ତଫା ଦେଲେ ମୁଖ୍ଯମନ୍ତ୍ରୀ ଚମ୍ପାଇ ସୋରେନ। ଦୁର୍ନୀତି ମାମଲାରେ ଜେଲ ଯାଇ ମୁକୁଳିଥିବା ହେମନ୍ତ ପୁଣି ଥରେ ସିଏମ ହେବେ। ହେମନ୍ତଙ୍କୁ ମୁଖ୍ଯମନ୍ତ୍ରୀ କରିବା ଲାଗି ଝାଡ଼ଖଣ୍ଡ ଇଣ୍ଡିଆ ମେଣ୍ଟ ବୈଠକରେ ନିଷ୍ପତ୍ତି ହୋଇଥିଲା। ୨୦୦୦ ମସିହାରେ ଝାଡଖଣ୍ଡ ଗଠିତ ହେବା ପରେ ହେମନ୍ତ ହେବେ ତ୍ରୟୋଦଶ ମୁଖ୍ଯମନ୍ତ୍ରୀ। ସେପଟେ ଚମ୍ପାଇଙ୍କୁ ୟୁପିଏ ସମନ୍ବୟ କମିଟିର ଅଧ୍ଯକ୍ଷ ଓ ଜେଏମଏମ କାର୍ଯ୍ୟକାରୀ ସଭାପତି ଦାୟିତ୍ବ ଦିଆଯାଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।