ଐତିହାସିକ ବାଲିଯାତ୍ରା ପାଇଁ ଉଠୁଛି ପଡୁଛି କଟକ ସହର। ଆଜି ସଂଧ୍ଯାରେ ପୂର୍ବ ଭାରତର ସବୁଠୁ ବଡ ଐତିହାସିକ ବାଣିଜ୍ଯ ମେଳା ଉଦଘାଟିତ ହେବ। ମୁଖ୍ୟମନ୍ତ୍ରୀ ଏହି ମେଳାକୁ ସଂଧ୍ଯା ୫ ଟାରେ ଉଦଘାଟନ କରିବେ। ଏହି ମେଳାକୁ ଅନ୍ତର୍ଜାତୀୟ ରୂପ ଦେବା ପାଇଁ ୧୩ ଟି ଦେଶର ରାଷ୍ଟ୍ରଦୂତଙ୍କୁ ଅତିଥି ଭାବେ ପ୍ରଶାସନ ଆମନ୍ତ୍ରଣ କରିଛି। ୮ ଟି ଦେଶର କଳାକାରମାନେ ପ୍ରତିଦିନ ସଂଧ୍ଯାରେ ବୈଷ୍ଣବ ପାଣି ମଞ୍ଚ ଓ ଅକ୍ଷୟ ମହାନ୍ତି ମଞ୍ଚରେ ସେମାନଙ୍କର ନୃତ୍ଯ ଗୀତ ପରିବେଷଣ କରିବେ। ଏଥର ବାଲିଯାତ୍ରା ୧୫ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ଏଥି ପାଇଁ ଉପର ଓ ତଳ ପଡିଆ ରେ ୨୫୦୦ ଛୋଟ ବଡ ଷ୍ଟଲ ହୋଇଛି। ନଦୀକୂଳରେ ଏଥର ଲେଜର ସୋ, ଡ୍ରୋନ ସୋ, ୱାଟର ସ୍ପୋର୍ଟସ, କାଇଟ ଫେଷ୍ଟିଭାଲ ହେବ। ଏଥର ଡ୍ରୋନ ସୋ ରେ ୪୦୦ ଡ୍ରୋନ ଭାଗ ନେବେ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।