ବ୍ରହ୍ମପୁର: ଆଇପିଏଲ୍ ବେଟିଂ ରାକେଟର ଦୁଇ କିଙ୍ଗପିନଙ୍କୁ ଧରିବାରେ ସଫଳ ହୋଇଛି ବ୍ରହ୍ମପୁର ପୋଲିସ। ଗୋଶାଣୀନୂଆଗାଁ ଥାନା ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ସେମାନଙ୍କ ପାଖରୁ ୩୩ ଲକ୍ଷ ୬୧ ହଜାର ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଆର. ଲାଲି ଆଚାରି ଏବଂ କେ. ପ୍ରଶାନ୍ତ କୁମାର ସୁବୁଦ୍ଧି। ଉଭୟ କଲିକତା, ମୁମ୍ବାଇ, ଦିଲ୍ଲୀ ଏବଂ ଦୁବାଇର ଏଜେଣ୍ଟ ମାନଙ୍କ ସହଯୋଗରେ ବେଟିଂ ରାକେଟ ଚଳାଇଥିଲେ ବୋଲି ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ