ଇରାନ ଉପରେ ଏକ ବଡ଼ ଆକ୍ରମଣ କରିଥିବା ଦାବି କରିଛି ଇସ୍ରାଏଲ। ଇରାନର ଇସଫାହାନ ବିମାନବନ୍ଦର ନିକଟରେ ବିସ୍ଫୋରଣ ଶୁଣିବାକୁ ମିଳିଛି। ଏପ୍ରିଲ ୧୪ ଆକ୍ରମଣ ପରେ ଇସ୍ରାଏଲ ଇରାନ ବିରୋଧରେ ପ୍ରତିଶୋଧ ନେଇଛି। ୧ ଏପ୍ରିଲରୁ ଦୁଇ ଦେଶ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଥିଲା। ଇସ୍ରାଏଲ ସିରିଆର ରାଜଧାନୀ ଦମ୍ମେସକରେ ଇରାନର ଦୂତାବାସ ଉପରେ ଆକ୍ରମଣ କରିଥିଲା। ଏହା ପରେ, ଏପ୍ରିଲ ୧୪ରେ ଇରାନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା । ବର୍ତ୍ତମାନ ଇସ୍ରାଏଲ ସେହି ଆକ୍ରମଣର ଜବାବ ଦେଇଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ