ଭୁବନେଶ୍ୱର , ୨୮।୦୮: ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ଓ ବନ୍ୟା ସ୍ଥିତି ସଙ୍ଗୀନ ରହିଛି । ଏହା ମଧ୍ୟରେ ଆୟୋଜିତ ହେବାକୁ ଯାଉଛି NEET ଓ JEE ପରୀକ୍ଷା । ତେବେ ଏହି ସମୟରେ ଯେପରି ପରୀକ୍ଷାର୍ଥୀମାନେ କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେନେଇ ରାଜ୍ୟ ସରକାର ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରିଛନ୍ତି । ଏପରିକି ପରୀକ୍ଷାର୍ଥୀଙ୍କ ପାଇଁ ସମସ୍ତ ଜିଲ୍ଲାରେ ବିଭିନ୍ନ ନୋଡାଲ ସେଣ୍ଟର କରାଯିବା ସହ ଅଫିସରଙ୍କ ମୋବାଇଲ ନମ୍ବର ମଧ୍ୟ ଜାରି କରାଯାଇଛି ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।