କର୍ଣ୍ଣାଟକ ୨୬ । ୪ : କର୍ଣ୍ଣାଟକରେ ୧୪ ଦିନିଆ ଲକଡାଉନ୍ ଘୋଷଣା । ଆସନ୍ତା କାଲି ରାତିଠାରୁ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିଛନ୍ତି ସରକାର । କରୋନାର ଉଦ୍ଧ୍ୱର୍ମୁଖୀ ଗ୍ରାଫକୁ ଭାଙ୍ଗିବା ପାଇଁ ରାଜ୍ୟରେ ଲକଡାଉନ୍ ପାଇଁ ନିଷ୍ପତ୍ତି ନିଆଯାଇଛି ।ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୨୮୧୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୫୨ ହଜାର ୯୯୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ