ଆଜି କୋର୍ଟରେ ହାଜର ହେବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ।ଦିଲ୍ଲୀ ସ୍ଥିତ ରାଉଜ୍ ଆଭେନ୍ୟୁ କୋର୍ଟ କେଜରିୱାଲଙ୍କୁ ମାର୍ଚ୍ଚ ୧୬ରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି)ର ସମନ ଉପରେ ରୋକ୍ ଲଗାଇବା ପାଇଁ ମନା କରିବା ସହ କେଜରିୱାଲଙ୍କ ଏକ ଆବେଦନକୁ ଖାରଜ କରିଛନ୍ତି । ମାର୍ଚ୍ଚ ୧୬ରେ କୋର୍ଟରେ ହାଜର ହେବାକୁ ଛାଡ଼ ଦିଆଯାଉ ଏବଂ ତାଙ୍କ ଓକିଲଙ୍କୁ ପ୍ରତିନିଧିତ୍ୱ କରିବା ପାଇଁ ଅନୁମତି ଦିଆଯାଉ ବୋଲି କେଜ୍ରିୱାଲ ରାଉଜ ଆଭେନ୍ୟୁ କୋର୍ଟରେ ଏକ ଆବେଦନ କରିଥିଲେ । କେଜ୍ରିୱାଲଙ୍କ ଏହି ଆବେଦନକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବିରୋଧ କରିଥିଲା ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ