ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେନାହିଁ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା। ସ୍ବାସ୍ଥ୍ଯ ସଞ୍ଜୀବନୀ ଦେବାକୁ ଆଜି ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଦିନ ୧୧ଟାରେ ବିଏସକେୱାଇର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲଗୁଡ଼ିକରେ କ୍ୟାସଲେସ୍ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।