ଭୁବନେଶ୍ୱର: ଆସୁଛି ବଡ ବର୍ଷା, ୧୧ ରୁ ପ୍ରଭାବ ଉତ୍ତର ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଯାହା ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହୋଇ ୧୧ ତାରିଖ ଅପରାହ୍ନରେ ପଶ୍ଚିମ- ଉତ୍ତରପଶ୍ଚିମ ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳ ଓ ଦକ୍ଷୀଣ ଓଡିଶା ଗତି କରିବାର ସମ୍ଭାବନା ରହିଛି ତେବେ ରାଜ୍ୟରେ ଆସନ୍ତା ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ ସାରା ରାଜ୍ୟରେ ବର୍ଷା ହେବା ସହ ୧୧ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବ ଏହାସହ ଦକ୍ଷୀଣ ଉପକୂଳ ଓଡିଶାରେ ୧୧ ଓ ୧୨ ତାରିଖରେ ପବନର ବେଗ ୪୫ ରୁ ୫୫ କିଲୋମିଟର ବେଗରେ ବହିବା ନେଇ ଆକଳନ କରାଯାଇଛି ସେହିପରି ସମୁଦ୍ର ଅଶାନ୍ତ ରହିବା ହେତୁ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ପ୍ରବେଶ ନେଇ ମସ୍ତ୍ରଜୀବୀଙ୍କୁ ବାରଣ କରାଯାଇଛି ଏବଂ ଯେଉଁମାନେ ଗଭୀର ସମୁଦ୍ର ଭିତରେ ଅଛନ୍ତି ୧୦ ତାରିଖ ସୁଦ୍ଧା ଉପକୂଳ ଫେରିଆସିବାକୁ କୁହାଯାଇଛି ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।