ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।