ରାଞ୍ଚି: କ୍ରିକେଟର ମହେନ୍ଦ୍ର ସିଂହ ଧୋନୀଙ୍କ ଘରେ ପହଞ୍ଚିଛି ମହାମାରୀ କରୋନା ଭୂତାଣୁ। ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଧୋନୀଙ୍କ ମାତା-ପିତା ଏହି ଭୂତାଣୁରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଉଭୟଙ୍କ ପରୀକ୍ଷା ରିପୋର୍ଟ ପଜିଟିଭ ଆସିବା ପରେ ସେମାନଙ୍କୁ ରାଞ୍ଚିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଧୋନୀଙ୍କ ମାତା ଦେବିକା ଦେବୀ ଏବଂ ପିତା ପାନ୍ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ଠିକ୍ ଥିବା ଡାକ୍ତର କହିଛନ୍ତି। ଉଭୟଙ୍କ ଶରୀରରେ ଅକ୍ସିଜେନ ସ୍ତର ବି ସାଧାରଣ ଅବସ୍ଥାରେ ରହିଛି। ତେବେ ସଂକ୍ରମଣ ଫୁସଫୁସ ପର୍ଯ୍ୟନ୍ତ ପହଞ୍ଚି ନ ଥିବା ଡାକ୍ତରମାନେ ସ୍ପଷ୍ଟ କରିଛନ୍ତି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।