ପଶ୍ଚିମବଙ୍ଗ ୦୨ ।୦୫ : ନନ୍ଦିଗ୍ରାମ ବିଧାନସଭା ଆସନରୁ ହାରିଲେ ମମତା ବାନାର୍ଜୀ । ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀଙ୍କୁ ପରସ୍ତା କରି ବିଜେପି ନେତା ଶୁଭେନ୍ଦୁ ଅଧିକାରୀ ବିଜୟୀ ଲାଭ କରିଛନ୍ତି । ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧ହଜାର ୯୫୩ ଭୋଟରେ ହାରିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଘୋଷଣା ହେବା ପର୍ଯ୍ୟନ୍ତ ନନ୍ଦୀଗ୍ରାମ ବିଧାନସଭା ଆସନ ପାଇଁ ବିଜେପି ଏବଂ ଟିଏମସି ମଧ୍ୟରେ କଡ଼ା ଟକ୍କର ଦେଖା ଯାଇଥିଲା । ଏହି ଆସନ ଲାଗି ବିଜେପିରୁ ଶୁଭେନ୍ଦୁ ଅଧିକାରୀ ଏବଂ ମମତା ବନାର୍ଜୀ ଟିଏମସିରୁ ପ୍ରାର୍ଥୀ ଭାବେ ଛିଡା ହୋଇଥିଲେ ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ