ଭୁବନେଶ୍ୱର: ଉତ୍ତର ଏବଂ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଏବଂ ଶୁଷ୍କ ବାୟୁ ଓଡିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ସେଲ୍ସିୟସ ଖସିବାର ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡିକରେ ୩ ରୁ ୪ ଡ଼ିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି | ଗତ ୨୪ ଘଣ୍ଟାରେ ୧୧.୮ °C ସର୍ବନିମ୍ନ ଦିନ ତାପମାତ୍ରା ସହ ସୋନପୁର ଓଡ଼ିଶାର ଥଣ୍ଡା ସହର | ଓଡ଼ିଶାର ୫ ଟି ସ୍ଥାନରେ ୧୫ °C କିମ୍ବା ତା ଠାରୁ କାମ ତାପମାତ୍ରା ରେକର୍ଡ ହୋଇଛି | ସୋନପୁର ୧୧.୮°C, ଅନୁଗୁଳ ୧୨.୬°C , ଦାରିଙ୍ଗବାଡି ୧୪.୦°C, ଝାରସୁଗୁଡା ୧୪.୧°C ଏବଂ କେନ୍ଦୁଝର ୧୫.୦°C | ଭୁବନେଶ୍ୱର ରେ ୨୦.୬°C ତାପମାତ୍ରା ରେକର୍ଡ ହୋଇଥିବା ବେଳେ କଟକ ରେ ୧୯°C ତାପମାତ୍ରା ରେକର୍ଡ ହୋଇଛି |
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ