କାୟା ବିସ୍ତାର କରିଚାଲିଛି କରୋନା। ତେବେ ନେତାଙ୍କ ପିଛା ଛାଡ଼ୁନାହିଁ ଏହି ରୋଗ । ପ୍ରତ୍ୟେକ ଦିନ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏଥି ମଧ୍ୟରେ ଆଜି ଜଗତସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ବିଧାୟକଙ୍କ ଡ୍ରାଇଭର ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ରିପୋର୍ଟ ପଜିଟିଭ୍ ଆସିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା ପାଇଁ ବିଧାୟକ ପରାମର୍ଶ ଦେଇଛନ୍ତି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ