ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ମାସ ପାଇଁ ଜାରି କରାଯାଇଥିବା ନୂଆ ଗାଇଡଲାଇନ ଅନଲକ ୪.୦ରେ ନାଇଟ କର୍ଫ୍ୟୁ ହଟାଇ ଦିଆଯାଇଛି।
ସପ୍ତାହନ୍ତ ଶନିବାର ଓ ରବିବାର ସଟଡାଉନକୁ ମଧ୍ୟ ରାଜ୍ୟ ସରକାର ହଟାଇ ଦେଇଛନ୍ତି। ତେବେ ନୂଆ ଗାଇଡଲାଇନରେ ସଟଡାଉନ ରହିବା କଥା ମଧ୍ୟ ଉଲ୍ଲେଖ କରି ନାହାନ୍ତି
। ତେଣୁ ଏଣୁ ସପ୍ତାହାନ୍ତ ସଟଡାଉନ ଆଉ ହେବ ନାହିଁ ବୋଲି ସ୍ପଷ୍ଟ ହୋଇଛି।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।