ଆଜି ସକାଳୁ ଟ୍ବିନସିଟିରେ ମଧ୍ୟମ ଧରଣର ବର୍ଷା। ପଶ୍ଚିମାଝଡ ପ୍ରଭାବରେ ଉପକୂଳ ଓଡିଶାରେ ବଦଳିଛି ପାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକ ରେ କୋହଲା ପାଗ । କିଛି ଦିନ ହେଲେ ଶୀତରେ ବ୍ରେକ ଲଗାଇଛି ପଶ୍ଚିମାଝଡ । ଡିସେମ୍ବର ମାସ ଅଧା ହେବାକୁ ବସିଲାଣି ହାଡଭଙ୍ଗା ଶୀତ ଛାଡନ୍ତୁ ରାଜ୍ୟରେ ସାମାନ୍ୟ ଶୀତ ଅନୁଭୂତ ହେଉନି । ବଙ୍ଗୋପସାଗରରୁ ରାଜ୍ୟକୁ ବହୁଛି ଜଳୀୟବାସ୍ପ ପୂର୍ଣ୍ଣ ବାୟୁ । ଯାହାର ପ୍ରଭାବରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକ ଠାରୁ ଯଥେଷ୍ଟ ଅଧିକ ରହୁଛି । କିନ୍ତୁ ଆସନ୍ତା ଶୁକ୍ରବାର ଠାରୁ ରାଜ୍ୟରେ କମିବ ତାପମାତ୍ରା ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।