ଆଜି ଓଡ଼ିଶାଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ରାଜଧାନୀରେ ମେଗା ରୋଡ୍ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ବିଶାଳ ରାଲି। ସାମିଲ ହେବେ ୨ ଲକ୍ଷରୁ ଅଧିକ କାର୍ଯ୍ୟକର୍ତ୍ତା। ପ୍ରଧାନମନ୍ତ୍ରୀ ଆଜି ରାତି ୮ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିଜେପି ପାର୍ଟି ଅଫିସ ଠାରୁ ବାଣୀବିହାର ଯାଏଁ ରୋଡ ଶୋ କରି ପ୍ରଚାର କରିବେ। ଏଥିପାଇଁ ଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ସୁରକ୍ଷା ଦୃଷ୍ଟିରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପୋଲିସ ଯାଞ୍ଚ ପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀଙ୍କ SPG କମାଣ୍ଡୋ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।