ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୋଦି। ଗତକାଲି ରାତିରେ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଥିଲେ । ଆଜି ସେ ବ୍ରହ୍ମପୁର ଯାଇ ସେଠାରେ ଏକ ସମାବେଶରେ ଯୋଗଦେବେ । ବ୍ରହ୍ମପୁର ପରେ ନବରଙ୍ଗପୁରର ଯାଇ ଜନସଭାକୁ ଉଦବୋଧନ ଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ମୋଦି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସୁରକ୍ଷା ବ୍ଯବସ୍ଥା କଡ଼ାକଡ଼ି କରାଯାଇଛି।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ