ଆସନ୍ତା ୩ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ରହିଛି ।ସାଧାରଣତଃ ଜୁନ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଥାଏ । ଚଳିତଥର ନିର୍ଦ୍ଧାରିତ ସମୟ ପୂର୍ବରୁ ଆଣ୍ଡାମାନ ଓ କେରଳ ଛୁଇଁଥିଲା ମନସୁନ୍ ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।