ଆଜିଠାରୁ ଆରମ୍ଭ ହେଉଛି ଅଷ୍ଟାଦଶ ଲୋକସଭାର ସ୍ଵତନ୍ତ୍ର ଅଧିବେଶନ। ସାଧାରଣ ନିର୍ବାଚନ ସହ ସରକାର ଗଠନ ପରେ ୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି। ଦିନ ୧୧ଟାରୁ ଆରମ୍ଭ ହେବ ଅଧିବେଶନ। ପ୍ରଥମ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥଗ୍ରହଣ କରିବେ। ପିଏମ ମୋଦିଙ୍କ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହମନ୍ତ୍ରୀ ଅମିତ ଶାହ ଏବଂ ନୀତିନ ଗଡ଼କରି ଶପଥ ନେବେ। ଏହାପରେ ମନ୍ତ୍ରିପରିଷଦର ମୋଟ ୫୮ ମନ୍ତ୍ରୀ ଶପଥଗ୍ରହଣ କରିବେ। ମନ୍ତ୍ରି ପରିଷଦର ଅନ୍ୟ ୧୩ ମନ୍ତ୍ରୀ ରାଜ୍ୟସଭାରୁ ଅଛନ୍ତି। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀଙ୍କ ସମେତ ୨୮୦ ସାଂସଦ ଶପଥ ନେବେ। ଏଥିରେ ୨୫ ଜୁନରେ ବାକି ୨୬୪ ସାଂସଦ ଶପଥ ନେବେ।
ତାଜା ଖବର
ଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକସଂସଦରେ ଠେଲା ପେଲା; ପ୍ରତାପ ଷଡଙ୍ଗୀ ଆହତଶୀତରେ ଥରୁଛି ସାରା ଓଡ଼ିଶାବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ।