ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ By Quantum Mirror On May 17, 2021 13 ଭୁବନେଶ୍ୱର: କରୋନାରେ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ଆଜି ସକାଳେ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକଙ୍କ ସୂଚନା । 13 Share